୩୩ଟି ସାଙ୍ଗଠନିକ ଜିଲ୍ଲାର ସଭାପତିଙ୍କ ନାମ ଘୋଷଣା କଲେ ନବୀନ

ଉପରେ ପ୍ରକାଶିତ :     21-Feb-2020  

ରାଜ୍ୟର ତୃଣମୂଳସ୍ତରରେ ସଂଗଠନକୁ ଆହୁରି ମଜବୁତ କରିବା ପାଇଁ ସଭାପତି ତଥା ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୩୩ଟି ସାଙ୍ଗଠନିକ ଜିଲ୍ଲାର ସଭାପତିଙ୍କ ନାମ ଘୋଷଣା କରିଛନ୍ତି।

Other Announcements