ରାଜ୍ୟରେ କରୋନାଭାଇରସ୍ (COVID-19) ବିପଦକୁ ଦୃଷ୍ଟିରେ ରଖି ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ 2200 କୋଟି ଟଙ୍କା ସ୍ୱତନ୍ତ୍ର ପ୍ୟାକେଜ୍ ଘୋଷଣା କରିଛନ୍ତି। କରୋନା ମହାମାରୀ ଯୋଗୁଁ ପ୍ରଭାବିତ ହୋଇଥଇବା ଗରିବ ଲୋକଙ୍କ କଲ୍ୟାଣ ପାଇଁ ମୁଖ୍ୟମନ୍ତ୍ରୀ ସହାୟତା ଘୋଷଣା କରିଛନ୍ତି।