Published : ଟାଇମ୍ସ ଅଫ ଇଣ୍ଡିଆ
22-Nov-2018
ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆନ୍ଧ୍ର ପ୍ରଦେଶରେ ନିର୍ମାଣଧିନ ପୋଲାଭରମ ପ୍ରକଳ୍ପ ଦ୍ବାରା ଓଡ଼ିଶାର ବହୁ ଅଞ୍ଚଳ ଜଳମଗ୍ନ ହେବାର ସମ୍ଭାବନା ଥିବାରୁ ଏହି ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ତୁରନ୍ତ ବନ୍ଦ କରିବା ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ହସ୍ତକ୍ଷେପ ଲୋଡିଛନ୍ତି।