Published : ଓଡ଼ିଶା ସନ୍ ଟାଇମ୍ସ
11-Jan-2019
ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ସ୍ଥାୟୀ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କରିବା ଦାବିରେ ଧାରଣା ଓ ବନ୍ଦ ଚାଲିଥିବାବେଳେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ଆଇନ୍ ଓ ବିଚାର ବିଭାଗ ମନ୍ତ୍ରୀ ଶ୍ରୀ ରବିଶଙ୍କର ପ୍ରସାଦଙ୍କୁ ଚିଠି ଲେଖି ଏ ସମ୍ପର୍କରେ ନିଷ୍ପତ୍ତି ନେବାକୁ ଅନୁରୋଧ କରିଛନ୍ତି।