Published : ଓଡ଼ିଶା ସନ ଟାଇମ୍ସ
16-Oct-2019
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଫୁଲବାଣୀରେ ମେଡିକାଲ କଲେଜ ଓ ୫୦୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲ ପ୍ରତିଷ୍ଠା ପାଇଁ ଘୋଷଣା କରିଛନ୍ତି। ଲୋକଙ୍କୁ ଉତ୍ତମ ସ୍ୱାସ୍ଥ୍ୟସେବା ଯୋଗାଇବା ପାଇଁ ମୁଖ୍ୟମନ୍ତ୍ରୀ ରାଜ୍ୟରେ ହସ୍ପିଟାଲ ଗୁଡିକର ଭିତ୍ତିଭୂମି ବିକାଶ ଉପରେ ଗୁରୁତ୍ଵ ଦେଇଛନ୍ତି।