ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବାଲେଶ୍ବରସ୍ଥିତ ଫକୀର ମୋହନ ମେଡିକାଲ କଲେଜ ଓ ହସପିଟାଲ ପରିସରରେ ନିର୍ମିତ ବ୍ୟାସକବି ଫକିର ମୋହନ ସେନାପତିଙ୍କ ପ୍ରତିମୂର୍ତ୍ତିକୁ ଉନ୍ମୋଚନ କରିବା ପରେ ନୂତନଭାବେ ପ୍ରତିଷ୍ଠିତ ମେଡିକାଲ କଲେଜ ହସପିଟାଲକୁ ଲୋକାର୍ପିତ କରିଛନ୍ତି। ଏହା ଫଳରେ ବାଲେଶ୍ବରବାସୀଙ୍କ ଦୀର୍ଘ ଦିନର ସ୍ବପ୍ନ ସାକାର ହେଲା।