Published : ନ୍ୟୁ ଇଣ୍ଡିଆନ୍ ଏକ୍ସପ୍ରେସ
24-Feb-2019
ଆଗାମୀ ନିର୍ବାଚନକୁ ଦୃଷ୍ଟିରେ ରଖି ବିଜେପି ଓ କଂଗ୍ରେସ ଦଳ ପକ୍ଷରୁ ରାଜ୍ୟରେ ଜୋର ଦାର ନିର୍ବାଚନ ପ୍ରଚାର କରାଯାଉଥିବା ବେଳେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଦୃଢ ନିଶ୍ଛିତ ଯେ ରାଜ୍ୟରେ କରାଯାଇଥିବା ବିକାଶ ମୂଳକ କାର୍ଯ୍ୟକ୍ରମ ତାଙ୍କୁ ପୁଣି ସରକାରକୁ ଫେରାଇବ।