Published : ପାଏନିୟର
27-Apr-2017
ବିଶ୍ଵ ମ୍ୟାଲେରିଆ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ ୨୦୩୦ ସୁଦ୍ଧା ରାଜ୍ୟକୁ ମ୍ୟାଲେରିଆ ମୁକ୍ତ କରିବା ପାଇଁ ରାଜ୍ୟ ସରକାର ସଙ୍କଳପବଦ୍ଧ l