Published : ଓଟିଭି
02-Oct-2017
ପବିତ୍ର ଗାନ୍ଧୀ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବିଧାନସଭା ପରିସରରେ ଥିବା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ଅର୍ପଣକରି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ।