Published : ଟାଇମ୍ସ ଅଫ ଇଣ୍ଡିଆ
31-Mar-2018
ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ବାଧୀନ ବିଜୁ ଜନତା ଦଳ ସୁପ୍ରିମ କୋର୍ଟର ମୁଖ୍ୟ ବିଚାରପତି ଶ୍ରୀ ଦୀପକ ମିଶ୍ରଙ୍କ ବିରୋଧ ମହାଭିଯୋଗ ପ୍ରସ୍ତାବକୁ ସମର୍ଥନ ଦେବ ନାହିଁ।