Published : ନ୍ୟୁ ଇଣ୍ଡିଆନ୍ ଏକ୍ସପ୍ରେସ
19-Jan-2019
ଗୋଷ୍ଠୀଗତ କାର୍ଯ୍ୟ, ସ୍ବଚ୍ଚତା ଏବଂ ବୈଷୟିକ ଜ୍ଞାନକୌଶଳ ବ୍ୟବହାର କରି ଉଚ୍ଚମାନର ସେବା ଲୋକଙ୍କୁ ଯୋଗାଇବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ଶକ୍ତି ବିଭାଗର ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଛନ୍ତି।