Published : ନ୍ୟୁ ଇଣ୍ଡିଆନ୍ ଏକ୍ସପ୍ରେସ
21-Jul-2017
ଓଡିଶାର ୧୮୧୭ ମସିହାର ପାଇକ ବିଦ୍ରୋହକୁ ଦେଶର ପ୍ରଥମ ସ୍ବାଧୀନତା ସଂଗ୍ରାମର ମାନ୍ୟତା ପ୍ରଦାନ କରିବା ଦାବୀକୁ ପୁଣି ଦୋହରାଇଛି। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ସରକାରଙ୍କୁ ନିବେଦନ କରି କହିଛନ୍ତି, ପାଇକ ବିଦ୍ରୋର ୨୦୦ ବର୍ଷ ପୂର୍ତ୍ତି ଅବସରରେ ସ୍ମାରକି ଡାକ ଟିକଟ ପ୍ରଚଳନ କରାଯାଉ।