Published : ଓଡ଼ିଶା ସନ୍ ଟାଇମ୍ସ
01-Mar-2019
ଆଗକୁ ୨୦୧୯ ବିଧାନସଭା ଓ ଲୋକସଭା ନିର୍ବାଚନ ଥିଲାବେଳେ ମାଲକାନଗିରି ଓ ବଲାଙ୍ଗୀର ଜିଲ୍ଲାର ୧୦୦ରୁ ଉର୍ଦ୍ଧ୍ବ କଂଗ୍ରେସ ଓ ବିଜେପି ନେତା ଓ କର୍ମୀ ନବୀନ ନିବାସରେ ସଭାପତି ତଥା ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଦଳରେ ଯୋଗ ଦେଇଛନ୍ତି।