Published : ଓଡ଼ିଶା ବାଇଟ୍ସ
31-May-2019
, ଶ୍ରୀ ଧମେନ୍ଦ୍ର ପ୍ରଧାନ ଓ ଶ୍ରୀ ପ୍ରତାପ ଷଢଙ୍ଗୀ କେନ୍ଦ୍ରମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ପରେ ଉଭୟଙ୍କୁ ଟ୍ବୁଟରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅଭିନନ୍ଦନ ଜଣାଇଛନ୍ତି।