ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଅପ୍ରିଲ ୨୪ ତାରିଖରୁ ସାମୟିକ ଭାବେ ଅଭିଯୋଗ ପ୍ରକୋଷ୍ଠକୁ ବନ୍ଧ ରଖିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି l ସେହିପରି ଜିଲ୍ଲା ସ୍ତରରେ ଜିଲ୍ଲାପାଳ ଏବଂ ଏସ ପି ମାନେ ସେମାନଙ୍କ ଅଭିଯୋଗ ପ୍ରକୋଷ୍ଠକୁ ସାମୟିକ ବନ୍ଦ ରଖିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି l ଗ୍ରୀଷ୍ମ ପ୍ରବାହ ଯୋଗୁ ଲୋକମାନେ ଅଭିଯୋଗ ପ୍ରକୋଷ୍ଠକୁ ଆସିବାପାଇଁ ବାରଣ କରାଯାଇଛି l