Published : ଓଡ଼ିଶାବାଇଟ୍ସ
23-Feb-2019
ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ କାଳିଆ ବୃତ୍ତିକୁ ଯୋଜନାକୁ ମଞ୍ଜୁରୀ ଦିଆଯାଇଛି। ଏହି ଯୋଜନାରେ କାଳିଆ ଉପଭୋକ୍ତା ପିଲାମାନଙ୍କୁ ବୃତ୍ତିଗତ ଉଚ୍ଚଶିକ୍ଷା ପାଇଁ ବୃତ୍ତି ପ୍ରଦାନ କରାଯିବ।