ମୁଖ୍ୟମନ୍ତ୍ରୀ ୩ ଦିନିଆ ଦିଲ୍ଲୀ ଗସ୍ତରେ, ଯୋଗଦେବେ ଆନ୍ତଃ ରାଜ୍ୟ ପରିଷଦ କମିଟି ବୈଠକରେ

CM in New Delhi on 3-day visit; to attend Inter-State Council meet

 Published : ଓଟିଭି

/  

24-Nov-2017  

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଦିନ ୩ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ଏହି ଗସ୍ତ ସମୟରେ ରାଜ୍ୟର ବିଭିନ୍ନ ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀ ଶନିବାର ଦିନ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଶ୍ରୀ ରାଜନାଥ ସଂହ ଅଧ୍ୟକ୍ଷତାରେ ବିଜ୍ଞାନ ଭବନରେ ଅନୁଷ୍ଠିତ ହେବାକୁ ଥିବା ଦ୍ବାଦଶତମ ଆନ୍ତଃରାଜ୍ୟ ପରିଷଦର ଷ୍ଟାଣ୍ଡିଂ କମିଟି ବୈଠକରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।

Other News