Published : ଓଡିଶା ସନ୍ ଟାଇମ୍ସ
/25-Nov-2017
ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନୂଆଦିଲ୍ଲୀରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଶ୍ରୀ ରାଜନାଥ ସିଂହଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଦ୍ବାଦଶ ଆନ୍ତଃରାଜ୍ୟ ଷ୍ଟାଣ୍ଡିଂ କମିଟି ବୈଠକରେ ଯୋଗ ଦେଇ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ବୃଦ୍ଧି, ମହାନଦୀ ଏବଂ ପୋଲାଭରମ ପ୍ରସଙ୍ଗ ଉଠାଇଛନ୍ତି।