ଓଡିଶାର କେନ୍ଦ୍ର ନିକଟରେ ଦାବି, ପୋଲାଭରମ୍ ବିବାଦର ସମାଧାନ ନହେବା ପର୍ଯ୍ୟନ୍ତ ପ୍ରକଳ୍ପ କାର୍ଯ୍ୟ ବନ୍ଦରଖ

Stop Polavaram project till pending issues resolved, Odisha urged Centre

 Published : ଓଡିଶା ସନ୍ ଟାଇମ୍ସ

/  

29-Nov-2017  

ପୋଲାଭରମ ବିବାଦର ସମାଧାନ ନହେବା ପର୍ଯ୍ୟନ୍ତ ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ପାଇଁ ଅନୁମତି ନଦେବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ, ପ୍ରଧାନମନ୍ତ୍ରୀ  ଶ୍ରୀ ନରେନ୍ଦ୍ର ମୋଦିଙ୍କୁ ନିବେଦନ କରିଛନ୍ତି।  

Other News