ଧାନର ସର୍ବନିମ୍ନ ସହାୟକ ମୂଲ୍ୟବୃଦ୍ଧି ପାଇଁ ବିଜେଡି ବିଧାୟକ ମାନେ ରାଷ୍ଟ୍ରପତିଙ୍କ ହସ୍ତକ୍ଷେପ ଲୋଡି ସ୍ମାରକପତ୍ର ପ୍ରଦାନ କଲେ

BJD MLAs sought Prez intervention to hike paddy MSP, submitted memorandum

ଧାନର ସର୍ବନିମ୍ନ ସହାୟକ ମୂଲ୍ୟ କୁଇଁଣ୍ଟାଲ ପ୍ରତି ୨୯୩୦ ଟଙ୍କାକୁ ବୃଦ୍ଧି କରିବା କ୍ଷେତ୍ରରେ ରାଷ୍ଟ୍ରପତି ହସ୍ତକ୍ଷେପ କରନ୍ତୁ ବୋଲି ବିଜୂ ଜନତା ଦଳ ବିଧାୟକ ମାନେ ଦାବୀ କରିଛନ୍ତି। ଏଥିପାଇଁ ମାନ୍ୟବର ରାଷ୍ଟ୍ରପତିଙ୍କ ଉଦେଶ୍ୟରେ ଏକ ସ୍ମାରକପତ୍ର ମାନ୍ୟବର ରାଜ୍ୟପାଳଙ୍କ ଜରିଆରେ ପ୍ରଦାନ କରାଯାଇଛି।

Other News