କେନ୍ଦ୍ରର ଅଭିଯୋଗକୁ ମୁଖ୍ୟମନ୍ତ୍ରୀଙ୍କ ଖଣ୍ଡନ, କହିଲେ ବ୍ରାହ୍ମଣୀ ସେତୁ ନିର୍ମାଣ ପାଇଁ ଜଙ୍ଗଲ ଅନୁମତି ଅନାବଶ୍ୟକ

CM refuted Centre’s charges, says no forest clearance needed for Brahmani bridge

 Published : ଓଟିଭି

/  

07-Dec-2017  

ବ୍ରାହ୍ମଣୀ ନଦୀରେ ଦ୍ବିତୀୟ ସେତୁ ନିର୍ମାଣ ସମ୍ପର୍କରେ କେନ୍ଦ୍ର ଭୂପୃଷ୍ଟ ପରିବହନ ମନ୍ତ୍ରୀ ଶ୍ରୀ ନିତିନ ଗଡକରୀ ଜଙ୍ଗଲ ଅନୁମୋଦନ ମିଳିନଥିବାରୁ ନିର୍ମାଣ କାର୍ଯ୍ୟ ବିଳମ୍ବିତ ହୋଇଛି ବୋଲି କରିଥିବା ଅଭିଯୋଗକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଖଣ୍ଡନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ, ସେତୁ ନିର୍ମାଣ ଅଞ୍ଚଳ ଅଣଜଙ୍ଗଲ ଅଞ୍ଚଳରେ ହୋଇଥିବାରୁ ଏଥି ପାଇଁ କୌଣସି ଅନୁମତିର ଆବଶ୍ୟକତା ନାହିଁ।

Other News