ଓଡିଶାରେ ପ୍ରତିଷ୍ଠା ହେବ ଜନସ୍ବାସ୍ଥ୍ୟ ବିଶ୍ବବିଦ୍ୟାଳୟ

Odisha to have public health university

 Published : ଓଡିଶା ସନ୍ ଟାଇମ୍ସ

/  

07-Dec-2017  

ରାଜ୍ୟର ପ୍ରଥମ ଜନସ୍ବାସ୍ଥ୍ୟ ବିଶ୍ବବିଦ୍ୟାଳୟ ରାଜଧାନୀ ଭୁବନେଶ୍ବରରେ ପ୍ରତିଷ୍ଠା ହେବ। ଏଥିପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ମଞ୍ଜୁରୀ ପ୍ରଦାନ କରାଯାଇଛି।

Other News