ବିଜେପୁର ଉପ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

Notification issued for Bijepur bypoll in Odisha

 Published : ଓଡିଶା ସନ୍ ଟାଇମ୍ସ

/  

30-Jan-2018  

ବିଜେପୁର ବିଧାନସଭା ନିର୍ବାଚନ ମଣ୍ଡଳିରେ ଉପନିର୍ବାଚନ ପାଇଁ ନିର୍ବାଚନ କମିଶନ ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଫେବୃଆରୀ ୨୪ ତାରିଖରେ ବିଜେପୁର ନିର୍ବାଚନ ମଣ୍ଡଳିରେ ଉପନିର୍ବାଚନ ଅନୁଷ୍ଟିତ ହେବ। ଫେବୃଆରୀ ୨୮ରେ ନିର୍ବାଚନ ଫଳାଫଳ ପ୍ରକାଶ ପାଇବ।

Other News