ଓଡିଶା ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା ଜଣାଇଲେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ କୁମାରସ୍ବାମୀଙ୍କୁ

Odisha CM congratulated  Kumaraswamy

 Published : ଓଡିଶା ସନ୍ ଟାଇମ୍ସ

/  

23-May-2018  

ଓଡିଶା ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଜନତା ଦଳ(ଏସ) ନେତା ଶ୍ରୀ ଏଚ ଡି କୁମାରସ୍ବାମୀ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାରୁ ଶୁଭେଚ୍ଛା ଜ୍ଞାପନ କରିଛନ୍ତି। ଟ୍ବିଟ କରି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଏହି ଶୁଭେଚ୍ଛା ଜଣାଇଛନ୍ତି।

Other News