Published : ଟାଇମ୍ସ ଅଫ ଇଣ୍ଡିଆ
01-Jun-2018
ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟରତ ସାମ୍ବାଦିକ ମାନଙ୍କ ପାଇଁ ଗୋପବନ୍ଧୁ ସ୍ବାସ୍ଥ୍ୟ ବୀମା ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନା ୨୦୧୮ ଜୁନ୍ ୧ ତାରିଖରୁ କାର୍ଯ୍ୟକାରୀ ହେବ।