Published : ଓଡିଶା ନ୍ୟୁଜଇନସାଇଟ
/13-Jun-2018
ରାଜ୍ୟବାସୀଙ୍କୁ ସାର୍ବଜନୀନ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ‘ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା’ ର ଶୁଭାରମ୍ଭ କରିଛନ୍ତି । ଏହି ଯୋଜନା ଆଗାମୀ ଅଗଷ୍ଟ ୧୫ରୁ କାର୍ଯ୍ୟକାରୀ ହେବ । ଏହି ଯୋଜନାରେ ଦ୍ବିତୀୟ ଏବଂ ତୃତୀୟ ପର୍ଯ୍ୟାୟରେ ନଗଦ ଅର୍ଥ ବିହୀନ ୫ ଲକ୍ଷ ଟଙ୍କାର ସ୍ବାସ୍ଥ୍ୟ ସେବା ବର୍ଷକୁ ଗୋଟିଏ ପରିବାରକୁ ମିଳିବ ।