ମୁଖ୍ୟମନ୍ତ୍ରୀ ପୁଣି ଉଠାଇଲେ ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ମାନ୍ୟତା ଦାବି

CM raised special category tag again

 Published : ଇଣ୍ଡିଆନ ଏକ୍ସପ୍ରେସ

/  

19-Jun-2018  

ଦିଲ୍ଲୀରେ ଅନୁଷ୍ଠିତ ନୀତି ଆୟୋଗର ପରିଚାଳନା ପରିଷଦ ବୈଠକରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଯୋଗ ନ ଦେବାକୁ ନେଇ ବିଜେପି ବିଜେଡି ମଧ୍ୟରେ ବାକ୍ ଯୁଦ୍ଧ ଚାଲିଥିଲାବେଳେ ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ମାନ୍ୟତା ଦାବି ସଂପର୍କରେ ଲିଖିତ ଭାବେ ପ୍ରଧାନମନ୍ତ୍ରୀଙ୍କୁ ଜଣାଇଛନ୍ତି । ସେ ଦର୍ଶାଇଛନ୍ତି ଯେ ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ମାନ୍ୟତା ପ୍ରଦାନ କରାଗଲେ ରାଜ୍ୟର ବିକାଶ ତ୍ବରାନ୍ବିତ ହୋଇପାରିବ ।

Other News