ପ୍ରାକୃତିକ ବିପର୍ଯ୍ୟୟ ପ୍ରତି ସତର୍କ ରହିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

CM issued alert order for natural calamity

 Published : ଇଣ୍ଡିଆନ ଏକ୍ସପ୍ରେସ

/  

20-Jun-2018  

ବିଗତ କିଛି ଦିନ ଧରି ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରୀ ରହିଥିଲାବେଳେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସତର୍କ ରହିବାକୁ କୃଷି ବିଭାଗ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । କୃଷି ବୈଷୟିକ ବିଶ୍ବବିଦ୍ୟାଳୟ ସହ ସଂପର୍କ ରଖି ପରିସ୍ଥିତିର ମୁକାବିଲା କରିବା ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

 

Other News