ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ମୁଖ୍ୟମନ୍ତ୍ରୀ ମହିଳାଙ୍କ ସହାୟତା ରାଶିକୁ ୭ ଲକ୍ଷ ଟଙ୍କାକୁ ବୃଦ୍ଧି କଲେ

Odisha hiked health cover for women under BSKY to Rs 7 lakh

 Published : ଓଡ଼ିଶା ସନ୍ ଟାଇମ୍ସ

/  

27-Jun-2018  

ରାଜ୍ୟ ସରକାର ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ମହିଳାଙ୍କ ପାଇଁ ସ୍ବାସ୍ଥ୍ୟ ସହାୟତା ରାଶି ୫ ଲକ୍ଷ ଟଙ୍କାରୁ ୭ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି। ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମ ସଚିବାଳୟରେ ଚାଲିଥିବା ବେଳେ ଭିଡିଓ କନଫରେନ୍ସିଂରେ ମାଲକାନଗିରି ଜିଲ୍ଲା କାଲିମେଳା ବ୍ଲକର ଆଦିବାସୀ ମହିଳା ମମତା ପଡିଆମୀ ମହିଳାଙ୍କ ସ୍ବାସ୍ଥ୍ୟ ସହାୟତା ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଅନୁରୋଧ କରିଥିଲେ।

Other News