ପୋଲାଭରମ୍ ପ୍ରକଳ୍ପ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡିଲେ ମୁଖ୍ୟମନ୍ତ୍ରୀ

CM sought PMs intervention on Polavaram project

 Published : ଓଡିଶା ସନ୍ ଟାଇମ୍ସ

/  

12-Jul-2018  

ପୋଲାଭରମ୍ ପ୍ରକଳ୍ପ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖି ତାଙ୍କର ହସ୍ତକ୍ଷେପ ଲୋଡିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ତାଙ୍କ ଚିଠିରେ ଦର୍ଶାଇଛନ୍ତି ପୋଲାଭରମ୍ ପ୍ରସଙ୍ଗରେ ସୁପ୍ରିମ କୋର୍ଟରେ ଥିବା ସମସ୍ତ ମାମଲାର ବିଚାର ଶେଷ ନହେବା ପର୍ଯ୍ୟନ୍ତ ପ୍ରକଳ୍ପର ନିର୍ମାଣ ବନ୍ଦ ରଖାଯାଉ।

Other News