ରାଜ୍ୟର ନିଜସ୍ବ ଖାଦ୍ୟ ସୁରକ୍ଷା ଆଇନକୁ କ୍ୟାବିନାଟର ମଞ୍ଜୁରୀ

Cabinet nod for State’s own food security scheme

ଜାତୀୟ ଖାଦ୍ୟ ସୁରକ୍ଷା ଆଇନରୁ ବାଦ ପଡ଼ିଥିବା ରାଜ୍ୟର ସମସ୍ତ ଗରିବ, ଅସହାୟ ଏବଂ ଯୋଗ୍ୟ ହିତାଧିକାରୀଙ୍କୁ ଖାଦ୍ୟ ଯୋଗାଣ ପାଇଁ  ଓଡ଼ିଶା ସରକାର ନିଜସ୍ବ ଖାଦ୍ୟ ସୁରକ୍ଷା ଆଇନ ପ୍ରଣୟନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଟିତ କ୍ୟାବିନେଟ ବୈଠକରେ ଏହି ପ୍ରସ୍ତାବକୁ ଅନୁମୋଦନ କରିଛି।

Other News