ସ୍ବାଧୀନତା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ଉତ୍ତୋଳନ କଲେ ଜାତୀୟ ପତାକା ଓ ଶୁଭାରମ୍ଭ କଲେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା

CM unfurled tricolour on I-day, launches Biju Swasthya Kalyan Yojana

 Published : ଓଡ଼ିଶା ସନ୍ ଟାଇମ୍ସ

/  

15-Aug-2018  

ଦେଶର ୭୨ ତମ ସ୍ବାଧୀନତା ଦିବସ ଅବସରରେ ମହାତ୍ମା ଗାନ୍ଧି ମାର୍ଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଜାତୀୟ ପତାକା ଉତ୍ତୋଳନ କରିବା ସହିତ ତାଙ୍କ ଅଭିଭାଷଣରେ ସ୍ବାଧୀନତା ସଂଗ୍ରାମୀ ଓ ଦେଶ ଭକ୍ତ ଶହୀଦଙ୍କ ପାଇଁ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସେ କହିଛନ୍ତି ଦେଶର ସ୍ବାଧୀନତା ସଂଗ୍ରାମରେ ଓଡ଼ିଆ ମାନଙ୍କର ଗୁରୁତ୍ବପୂର୍ଣ୍ଣ ଅବଦାନ ରହିଛି।

Other News