ମୁଖ୍ୟମନ୍ତ୍ରୀ କେରଳ ବନ୍ୟା ପ୍ରପୀଡିତଙ୍କ ପାଇଁ ୫ କୋଟି ଟଙ୍କାର ସହାୟତା ଘୋଷଣା କଲେ

CM announced financial aid for Kerala flood victims

 Published : ଓଡ଼ିଶା ସନ୍ ଟାଇମ୍ସ

/  

16-Aug-2018  

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କେରଳର ବନ୍ୟା ପ୍ରପୀଡିତଙ୍କ ପାଇଁ ୫ କୋଟି ଟଙ୍କାର ସହାୟତା ଘୋଷଣା କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Other News