ମୁଖ୍ୟମନ୍ତ୍ରୀ ଶୁଭାରମ୍ଭ କଲେ ହିରୋ କାର୍ଯ୍ୟକ୍ରମ

CM kicked off Hero campaign

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ‘ମୁଁ ହିର’ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ଏହି କାର୍ଯ୍ୟକ୍ରମ ମାଧ୍ୟମରେ ଲୋକଙ୍କ ଭିତରେ ଥିବା ପ୍ରତିଭାକୁ ଚିହ୍ନଟ କରିବ ଏବଂ ତାକୁ ସ୍ବୀକୃତି ଦେବା ଏହି କାର୍ଯ୍ୟକ୍ରମର ଲକ୍ଷ୍ୟ।

Other News