Published : ଓଡିଶା ସନ୍ ଟାଇମ୍ସ
/10-Sep-2018
ରାଜ୍ୟର ବନ୍ୟା ପରିସ୍ଥିତି ସମୀକ୍ଷା କରିବା ପରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବନ୍ୟା କ୍ଷତିଗ୍ରସ୍ତ ଭଦ୍ରକ,କେନ୍ଦ୍ରପଡା ଓ ଯାଜପୁର ଜିଲ୍ଲାରେ ୭ ଦିନ ରିଲିଫ ଦେବା ପାଇଁ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଭିଡିଓ କନଫରେସିଂରେ ଜିଲ୍ଲାର ବନ୍ୟା ପରିସ୍ଥିତି ସମ୍ପର୍କରେ ଜିଳ୍ଲାପାଳ ମାନଙ୍କ ସହିତ ଆଲୋଚନା କରିଥିଲେ।