ମୁଖ୍ୟମନ୍ତ୍ରୀ ଖାଦ୍ୟ ସୁରକ୍ଷା ଯୋଜନାର ଶୁଭାରମ୍ଭ କଲେ

Odishas food security launched by CM

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ନିଜସ୍ବ ଖାଦ୍ୟ ସୁରକ୍ଷା ଯୋଜନାର ଶୁଭାରମ୍ଭ କରିଛନ୍ତି। କେନ୍ଦ୍ର ସରକାରଙ୍କ ଖାଦ୍ୟ ସୁରକ୍ଷା ଯୋଜନାରୁ ବାଦ ପଡିଥିବା ରାଜ୍ୟର ୨୫ ଲକ୍ଷ ଯୋଗ୍ୟ ହିତାଧିକାରୀ ମାନଙ୍କୁ ଏହି ଯୋଜନରେ ଅନ୍ତର୍ଭୁକ୍ତ କରାଯାଇଛି। 

Other News