ନିର୍ମାଣ ଶ୍ରମିକ ପିଲାଙ୍କ ପାଇଁ ‘ନିର୍ମାଣ କୁସୁମ’ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

Scheme for children of construction workers launched in Odisha

 Published : ଓଡ଼ିଶା ସନ୍ ଟାଇମ୍ସ

/  

06-Oct-2018  

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ମାଣ ଶ୍ରମିକ ପିଲାମାନଙ୍କ ପାଇଁ କଲ୍ୟାଣକାରୀ ଯୋଜନା ‘ନିର୍ମାଣ କୁସୁମ’ର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନା ନିର୍ମାଣ ଶ୍ରମିକଙ୍କ ପିଲାଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦଶହରା ଭେଟି।

Other News