ମୁଖ୍ୟମନ୍ତ୍ରୀ ଉଦଘାଟନ କଲେ ଓଡ଼ିଆ ଭର୍ଚୁଆଲ ଏକାଡେମୀ ୱେବପୋର୍ଟାଲ

CM launched: Odia Virtual Academy web portal

ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିକୁ ରୁଦ୍ଧିମନ୍ତ କରିବା ଲକ୍ଷରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସଚିବାଳୟରେ  ଓଡ଼ିଆ ଭର୍ଚୁଆଲ ଏକାଡେମୀ ୱେବପୋର୍ଟାଲକୁ ଉଦଘାଟନ କରିଛନ୍ତି। ସେ କହିଛନ୍ତି ଓଡ଼ିଆ ଭାଷାକୁ ଶାସ୍ତ୍ରୀୟ ମାନ୍ୟତା ମିଳିଛି। ଏହି ପରିପେକ୍ଷୀର ଭର୍ଚୁଆଲ ଏକାଡେମୀ ୱେବପୋର୍ଟାଲକୁ ଲୋକାର୍ପିତ କରି ଆନନ୍ଦିତ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

Other News