ରାଜ୍ୟ ବାହାରେ ରହୁଥିବା ଓଡ଼ିଆ ମାନଙ୍କୁ ମିଳିବ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସୁବିଧା

Odias residing outside State too can avail BSKY benefits

 Published : ଓଡ଼ିଶା ସନ୍ ଟାଇମ୍ସ

/  

27-Oct-2018  

ରାଜ୍ୟ ସରକାର ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାକୁ ଅଧିକ ଲୋକପ୍ରିୟ କରିବା ପାଇଁ ଏହି ଯୋଜନାର ସୁବିଧା ରାଜ୍ୟ ବାହାରେ ରହୁଥିବା ଓଡ଼ିଆ ମାନଙ୍କୁ ଯୋଗାଇ ଦେବାକୁ ନିଷ୍ପତ୍ତି ନେଇଛନ୍ତି। ଅଗଷ୍ଟ ୧୫ ତାରିଖରେ ଶୁଭାରମ୍ଭ ହୋଇଥିବା ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ଏବେ ସୁଦ୍ଧା ଏକ କୋଟି ଲୋକ ଉପକୃତ ହୋଇ ସାରିଲେଣି।

Other News