ହାତୀ ମୃତ୍ୟୁ ଘଟଣାରେ କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ

CM orders CB probe into death of elephants

ଢେଙ୍କାନାଳର କମଳାଙ୍ଗଠାରେ ଗତ ଶୁକ୍ରବାର ଦିନ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ୭ଟି ହାତୀଙ୍କ ମୃତ୍ୟୁ ବରଣ କରିଥିବା ଘଟଣାରେ କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦେଶ ଦେଇଛନ୍ତି।

Other News