ମହିଳାଙ୍କ ପାଇଁ ଏକ ତୃତୀୟାଂଶ ସଂରକ୍ଷଣ ବିଧେୟକ ପାରିତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଧାନ ମନ୍ତ୍ରୀଙ୍କୁ ପତ୍ର

CM urged PM to pass Bill for 1/3rd reservation for women

 Published : ଓଡ଼ିଶା ସନ୍ ଟାଇମ୍ସ

/  

05-Dec-2018  

ମହିଳାଙ୍କ ପାଇଁ ସଂସଦ ଓ ରାଜ୍ୟ ବିଧାନ ସଭାମାନଙ୍କରେ ଏକ ତୃତୀୟାଂଶ ଆସନ ସଂରକ୍ଷଣ କରିବା ପାଇଁ ସଂସଦରେ ବିଧେୟକ ପାରିତ କରିବା ପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କୁ ପତ୍ର ଲେଖି ଅନୁରୋଧ କରିଛନ୍ତି।

Other News