ସଂସଦ ଓ ବିଧାନସଭାରେ ମହିଳାଙ୍କ ପାଇଁ ଆସନ ସଂରକ୍ଷଣ କ୍ଷେତ୍ରରେ ସବୁ ମୁଖ୍ୟମନ୍ତ୍ରୀଙ୍କ ସହାୟତା ଲୋଡିଲେ ମୁଖ୍ୟମନ୍ତ୍ରୀ

CM sought support of all CMs over reservation for women in Parl, Assly

 Published : ଓଡ଼ିଶା ସନ୍ ଟାଇମ୍ସ

/  

06-Dec-2018  

ସଂସଦ ଓ ବିଧାନ ସଭା ମାନଙ୍କରେ ମହିଳାଙ୍କ ପାଇଁ ୩୩ ପ୍ରତିଶତ ସ୍ଥାନ ସଂରକ୍ଷଣ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଦେଶର ସମସ୍ତ ମୁଖ୍ୟମନ୍ତ୍ରୀଙ୍କ ପାଖକୁ ପତ୍ର ଲେଖି ସେମାନଙ୍କ ସମର୍ଥନ ଲୋଡିଛନ୍ତି।

Other News