ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା କେନ୍ଦ୍ରାପଡାରେ ବସୁଧା ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ

CM laid stone for Kendrapada Basudha project

 Published : ପାଏନିଅର

/  

09-Dec-2018  

 

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନକ କେନ୍ଦ୍ରାପଡା ଜିଲ୍ଲାର ମହାକାଳପଡା ବ୍ଲକ ଅନ୍ତର୍ଗତ ସରୁମୁହିଁ ଗ୍ରାମରେ ପାନୀୟ ଜଳ ଯୋଗାଣ ପ୍ରକଳ୍ପ ପ୍ରତିଷ୍ଠା ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ୨୪୧କୋଟି ଟଙ୍କା ବ୍ୟୟରେ ନିର୍ମିତ ହେବାକୁ ଥିବା ଏହି ପ୍ରକଳ୍ପ ମହାକାଳପଡାର ୧୪୮ ଟି ଗ୍ରାମକୁ ଏବଂ ମାର୍ଶ ଘାଇ ବ୍ଲକର ୫୨ ଟି ଗାମକୁ ପାନୀୟଜଳ ଯୋଗାଇବ।

Other News