ଅହିଂସାକୁ ସମ୍ବିଧାନର ମୁଖବନ୍ଧରେ ସ୍ଥାନୀତ କରିବାକୁ କହିଲେ ମୁଖ୍ୟମନ୍ତ୍ରୀ

CM called for inclusion of non-violence in Preamble

ଅହିଂସାକୁ ସମ୍ବିଧାନର ମୁଖବନ୍ଧରେ ସ୍ଥାନୀତ କରିବାକୁ ଗୁଜୁରାଟର ସୁରତ ସହରରେ ଅନୁଷ୍ଠିତ ଓଡ଼ିଆ ମହୋତ୍ସବରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ସୂଚନା ଯୋଗ୍ୟଯେ ସୁରତ ସହରରେ ପ୍ରାୟ ୭ଲକ୍ଷରୁ ଅଧିକ ଓଡ଼ିଆ ବସବାସ କରୁଛନ୍ତି।

Other News