Published : ନ୍ୟୁ ଇଣ୍ଡିଆନ୍ ଏକ୍ସପ୍ରେସ
/25-Dec-2018
ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଦଳର ୨୧ ତମ ପ୍ରତିଷ୍ଠା ଦିବସରେ ରାଜ୍ୟ ସରକାରଙ୍କ ବିକାଶ ଯୋଜନା ଉପରେ ଫୋକସ କରିବା ସହିତ ଦଳୀୟ ନେତା ଓ କର୍ମୀଙ୍କ ପାଇଁ ନିଜ ନିଜ ନିର୍ବାଚନ ମଣ୍ଡଳୀରେ ବିଧାୟକ ମାନେ ଏହାର ପ୍ରଚାର ପାଇଁ ଗୁରୁତ୍ବ ଦେବାର ସମ୍ଭାବନା ରହିଛି।