Published : ନ୍ୟୁ ଇଣ୍ଡିଆନ୍ ଏକ୍ସପ୍ରେସ
/04-Jan-2019
ପଶ୍ଚିମ ଓଡ଼ିଶାରେ ସ୍ଥାୟୀ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ନେଇ କେନ୍ଦ୍ରୀୟ କମିଟିର ୧୫ ଜଣିଆ ଓକିଲ ମାନଙ୍କର ଏକ ପ୍ରତିନିଧି ଦଳ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରି ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ନେଇ ବିହୀତ ପଦକ୍ଷେପ ନେବାକୁ ଅନୁରୋଧ କରିଛନ୍ତି।