ମୁଖ୍ୟମନ୍ତ୍ରୀଙ୍କ ଦାବୀ :ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ସ୍ଥାୟୀ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କର

CM urged Union Min for permanent HC bench in west, south Odisha

 Published : ଓଡ଼ିଶା ସନ୍ ଟାଇମ୍ସ

/  

11-Jan-2019  

ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ସ୍ଥାୟୀ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କରିବା ଦାବିରେ ଧାରଣା ଓ ବନ୍ଦ ଚାଲିଥିବାବେଳେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ଆଇନ୍ ଓ ବିଚାର ବିଭାଗ ମନ୍ତ୍ରୀ ଶ୍ରୀ ରବିଶଙ୍କର ପ୍ରସାଦଙ୍କୁ ଚିଠି ଲେଖି ଏ ସମ୍ପର୍କରେ ନିଷ୍ପତ୍ତି ନେବାକୁ ଅନୁରୋଧ କରିଛନ୍ତି।

Other News