କୋରାପୁଟରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ଦାବିକରି ମିଳିତ କ୍ରିୟାନୁଷ୍ଠାନ କମିଟି ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲା

Koraput panel for HC bench met CM

କୋରାପୁଟଠାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିକରି ଅବିଭକ୍ତ କୋରାପୁଟ ଜିଲ୍ଲାର ମିଳିତ କ୍ରିୟାନୁଷ୍ଠାନ କମିଟିର ସଦସ୍ୟ ମାନେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି।

Other News