ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟର ମାନ୍ୟତା ପ୍ରଦାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରଧାନମନ୍ତ୍ରୀଙ୍କ ନିକଟରେ ଦାବି

CM urged to PM accord Special Category Status to Odisha

 Published : ଓଡ଼ିଶା ସନ୍ ଟାଇମ୍ସ

/  

18-Jan-2019  

ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟର ମାନ୍ୟତା ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟକୁ ପତ୍ର ଲେଖି  ଦାବୀ କରିଛନ୍ତି। ମୁଖ୍ୟମନ୍ତ୍ରୀ ଦର୍ଶାଇଛନ୍ତି ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟର ମାନ୍ୟତା ପ୍ରଦାନ କରାଗଲେ ଶିଳ୍ପର ବିକାଶ ସହିତ ନିଯୁକ୍ତିର ସୁଯୋଗ ସୃଷ୍ଟିକରିବା ଦିଗରେ ଏହା ସହାୟକ ହେବ।

Other News