ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ରାଜେନ୍ଦ୍ର ମହାବିଦ୍ୟାଳୟକୁ ବିଶ୍ବବିଦ୍ୟାଳୟରେ ପରିଣତ କରାଯିବ

Rajendra College to be upgraded to university: CM

 Published : ଓଡ଼ିଶା ସନ୍ ଟାଇମ୍ସ

/  

24-Jan-2019  

ବଲାଙ୍ଗୀର ରାଜେନ୍ଦ୍ର ମହାବିଦ୍ୟାଳୟକୁ ଖୁବ୍ ଶିଘ୍ର ବିଶ୍ବବିଦ୍ୟାଳୟ ଭାବେ ଉନ୍ନୀତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବଲାଙ୍ଗିର ଗସ୍ତ କାଳରେ ଘୋଷଣା କରିଛନ୍ତି। ମହାବିଦ୍ୟାଳୟର ପଡିଆରେ ଆୟୋଜିତ ବିଜୁ ଯୁବ ବାହିନୀ ସମ୍ମିଳନୀରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ରାଜେନ୍ଦ୍ର ମହାବିଦ୍ୟାଳୟକୁ ବିଶ୍ବବିଦ୍ୟାଳୟରେ ପରିଣତ କରିବାକୁ ରାଜ୍ୟ ସରକାର ଗୁରୁତ୍ବର ସହ ବିଚାର କରୁଛନ୍ତି।

Other News